ପାଣି ଜମିଥିବା ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ସହ ଆବଶ୍ୟକସ୍ଥଳେ ରନ୍ଧା ଓ ଶୁଖିଲା ଖାଦ୍ୟ ଯୋଗାଯିବ: SRC

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ବର୍ଷା ଓ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ ରହିବାକୁ SRCଙ୍କ ନିର୍ଦ୍ଦେଶ। ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ପାଣି ଜମିଥିବା ଓ ତଳିଆ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ଆବଶ୍ୟକସ୍ଥଳରେ ରନ୍ଧା ଓ ଶୁଖିଲା ଖାଦ୍ୟ ଯୋଗାଇବାକୁ କହିଛନ୍ତି SRC। ରାସ୍ତା ଧୋଇଗଲେ ଯୁଦ୍ଧକାଳୀନ ଭିିିତ୍ତିରେ ମରାମତି ପାଇଁ ନିର୍ଦ୍ଦେଶ ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.