Below header

ବାତ୍ୟା ପ୍ରଭାବିତ ଅଞ୍ଚଳରେ ଜୋରସୋରରେ ଚାଲିଛି ପୁନରୁଦ୍ଧାର କାମ: SRC

କେନ୍ୟୁଜ୍(ବ୍ୟୁରୋ):  ବାତ୍ୟା ପ୍ରଭାବିତ ଅଞ୍ଚଳରେ ଜୋରସୋରରେ ଚାଲିଛି ପୁନରୁଦ୍ଧାର କାମ । ବିଭିନ୍ନ ସ୍ଥାନରେ ଗଛ ଉପୁଡ଼ି ଯାଇଛି ଓ ଭାଙ୍ଗି ଯାଇଛି ବିଦ୍ୟୁତ ଖୁଣ୍ଟ । ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର କିଛି ଅଞ୍ଚଳରେ ସମୁଦ୍ର ପାଣି ପଶିଛି । ସେସବୁ ଅଞ୍ଚଳରେ ବାଧାପ୍ରାପ୍ତ ହୋଇଛି ବିଦ୍ୟୁତ ସେବା ।

କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଯାଜପୁର ଜିଲ୍ଲାରେ ବିଦ୍ୟୁତ ସରବରାହକୁ ପୁନଃ କାର୍ଯ୍ୟକ୍ଷମ କରାଯାଉଛି । ଭଦ୍ରକ ଓ ବାଲେଶ୍ୱର ସହରରେ ପୁନରୁଦ୍ଧାର ଜୋରସୋରରେ ଚାଲିଛି । ବାତ୍ୟା ଆଶ୍ରୟସ୍ଥଳୀ ଯାଇଥିବା ଲୋକଙ୍କୁ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବ । ଏହି ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.