ରାଜ୍ୟ

ବାତ୍ୟା ପ୍ରଭାବିତ ଆଶଙ୍କା ଥିବା ଜିଲ୍ଲାର ଜିଲ୍ଲାପାଳଙ୍କ ସହ SRCଙ୍କ ଆଲୋଚନା, ଲୋକଙ୍କୁ ନିରାପଦ ସ୍ଥାନକୁ ପ୍ରାଥମିକତା ଭିତ୍ତିରେ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ

ଭୁବନେଶ୍ବର(କେନ୍ୟୁଜ): ସମ୍ଭାବ୍ୟ ବାତ୍ୟା ନେଇ ସ୍ପଷ୍ଟ ଚିତ୍ର ମିଳିନଥିଲେ ବି ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ । ପ୍ରଭାବିତ ଆଶଙ୍କା ଥିବା ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନଫରେନ୍‌ସିଂରେ ଆଲୋଚନା କରିଛନ୍ତି SRC । ଭିସିରେ ପ୍ରସ୍ତୁତ କରାଯାଉଛି ଆକ୍ସନ ପ୍ଲାନ ।

ସମ୍ଭାବ୍ୟ ବାତ୍ୟା ନେଇ ପ୍ରସ୍ତୁତ ରହିବାକୁ ୧୮ ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି SRC । ବିପଦ ଆଶଙ୍କା ଥିବା ଅଞ୍ଚଳରେ ରହୁଥିବା ଲୋକଙ୍କୁ ନିରାପଦ ସ୍ଥାନ ବା ବାତ୍ୟା ଆଶ୍ରୟସ୍ଥଳକୁ ପ୍ରାଥମିକତା ଭିତ୍ତିରେ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲିବା, ଲୋକଙ୍କୁ ସ୍ଥାନାନ୍ତରିତ କରିବା ଓ ଜରୁରୀକାଳୀନ ଅପରେସନ ସେଣ୍ଟର ଖୋଲିବା ଉପରେ ବୈଠକରେ ଆଲୋଚନା ହୋଇଛି। ବାତ୍ୟା ସମ୍ପର୍କରେ IMDର ସ୍ପଷ୍ଟ ଚିତ୍ର ଆସିବା ପରେ ଆହୁରି ତ୍ୱରିତ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡି।

Sonalisa

Recent Posts

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

2 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

36 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

44 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

59 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

1 hour ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

1 hour ago