ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ SRFTI ନିର୍ଦ୍ଦେଶକ ହିମାଂଶୁ ଖଟୁଆ, ଓଡ଼ିଆ ଚଳଚ୍ଚିତ୍ର ଏବଂ ଓଡ଼ିଶାର କଳାକାରଙ୍କ ବିଭିନ୍ନ ସମସ୍ୟା ନେଇ  ହେଲା ଆଲୋଚନା

ନୂଆଦିଲ୍ଲୀ(କେନ୍ୟୁଜ୍): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ସତ୍ୟଜିତ ରାୟ ଫିଲ୍ମ ଆଣ୍ଡ ଟେଲିଭିଜନ ଇନ୍‌ଷ୍ଟିଚ୍ୟୁଟର ନିର୍ଦ୍ଦେଶକ ହିମାଂଶୁ ଖଟୁଆ । ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସୌଜନ୍ୟମୂଳକ ଭାବେ ସାକ୍ଷାତ କରିଛନ୍ତି । ଏହି ଅବସରରେ ଓଡ଼ିଆ ଚଳଚ୍ଚିତ୍ର ଜଗତ ଏବଂ ଓଡ଼ିଶାର କଳାକାରଙ୍କ ବିଭିନ୍ନ ସମସ୍ୟା ନେଇ ଦୀର୍ଘ ସମୟ ଆଲୋଚନା ହୋଇଥିଲା ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.