କେନ୍ୟୁଜ୍(ବ୍ୟୁରୋ): ଦୁଇ ବର୍ଷ ପାଇଁ ରାଜ୍ୟ ପୋଲିସ ଡିଜି ନିଯୁକ୍ତ ହେଲେ ଅଭୟ । ୨୦୨୧ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ତାଙ୍କୁ ଡିଜି ଭାବରେ ନିଯୁକ୍ତି ଦିଆଯାଇଛି । ଏନେଇ ଆଜି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୦୧୯ ନଭେମ୍ବର ୨୦ ତାରିଖରେ ଅଭୟଙ୍କୁ ଡିଜି ଭାବରେ ନିଯୁକ୍ତି ମିଳିଥିଲା । ଏହାପରେ ସେ ଡିସେମ୍ବର ୯ ତାରିଖରେ କାର୍ଯ୍ୟଭାର ସମ୍ଭାଳିଥିଲେ । ୨୦୨୧ ଜୁନ୍ ୩୦ ତାରିଖରେ ଅବସର ନେଇ ଥାଆନ୍ତେ ଅଭୟ । କିନ୍ତୁ ତାଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି ।
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…