ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି। ମାର୍ଗଶିର-ଶୁକ୍ଲ ଅଷ୍ଟମୀ ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ।

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି। ମାର୍ଗଶିର-ଶୁକ୍ଲ ଅଷ୍ଟମୀ ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ। ଦ୍ବିପହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି , ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃହ୍କାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.