ମେ ୧୫ ଯାଏଁ ଶ୍ରୀମନ୍ଦିରରେ ଜଗା ଦର୍ଶନ ବନ୍ଦ, ଟ୍ୱିଟ କରି ସୂଚନା ଦେଲେ ଶ୍ରୀମନ୍ଦିର ପ୍ରଶାସନ

ମେ ୧୫ ଯାଏଁ ଶ୍ରୀମନ୍ଦିରରେ ଜଗା ଦର୍ଶନ ବନ୍ଦ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି। ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଆଜି ଏହି ନିଷ୍ପତ୍ତି ହୋଇଛି। ଠାକୁରଙ୍କ ନୀତିକାନ୍ତି ଓ ସେବାୟତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଆଜି ଏଭଳି ନିଷ୍ପତ୍ତି ନେଇଛନ୍ତି ମନ୍ଦିର ପ୍ରଶାସନ । ତେବେ ଏ ଅବସରରେ ପରମ୍ପରା ଅନୁଯାୟୀ ରଥ ନିର୍ମାଣ କାର୍ଯ୍ୟ ଜାରି ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.