ରାଜ୍ୟ

ଆସନ୍ତାକାଲି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ମହାପ୍ରଭୁଙ୍କ ବନକ ଲାଗି ନୀତି ହେବ ମୁଖ୍ୟ ପ୍ରସଙ୍ଗ

ପୁରୀ(କେନ୍ୟୁଜ୍): ଆସନ୍ତାକାଲି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । କାଲି ପୂର୍ବାହ୍ନ ୧୧ଟାରେ ନୀଳାଦ୍ରି ଭକ୍ତ ନିବାସରେ ଗଜପତି ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ ।

ମହାପ୍ରଭୁଙ୍କ ବନକ ଲାଗି ନୀତି ମୁଖ୍ୟ ପ୍ରସଙ୍ଗ ରହିବ । ନୀଳାଦ୍ରି ବିଜେ ପରଠୁ ମହାପ୍ରଭୁଙ୍କ ବନକଲାଗି ନୀତି ହୋଇନାହିଁ । ଏହାସହ ଶ୍ରୀମନ୍ଦିର ସେବାୟତଙ୍କ ପିଲାଙ୍କ ପାଇଁ ଆଦର୍ଶ ଗୁରୁକୁଳ, ସେବାୟତ ଆବାସ ଯୋଜନା, ଶ୍ରୀମନ୍ଦିର ବଜେଟ ଓ ଜମିଜମା ବିକ୍ରୀ ସମ୍ପର୍କରେ ବୈଠକରେ ଆଲୋଚନା ହୋଇପାରେ

Sasmita

Recent Posts

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

9 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

23 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

36 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

37 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

9 hours ago