Below header

ଭିଜିଲାନ୍ସ ଜାଲରେ SSC ପିଏ, କଟକ ଓ ଭୁବନେଶ୍ୱରର ୬ଟି ସ୍ଥାନରେ ଏକକାଳୀନ ଚାଲିଛି ଚଢାଉ

ଭୁବନେଶ୍ୱର(କେନ୍ଯୁଜ୍): ଷ୍ଟାଫ୍‌ ସିଲେକ୍ସନ କମିଶନ ସଦସ୍ୟ ପିଏଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ହୋଇଛି। ନୀଳାଦ୍ରି ବିହାର ଅଞ୍ଚଳରେ ଚାଲିଛି ରେଡ୍‌ ।

ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ୍‌ କମିଶନ ସଦସ୍ୟଙ୍କ ପିଏ ବିରଞ୍ଚି ନାରାୟଣ ସାହୁଙ୍କ କଟକ ଓ ଭୁବନେଶ୍ୱରର ୬ଟି ସ୍ଥାନରେ ଏକକାଳୀନ ଚଢାଉ ଚାଲିଛି । ଦୁଇ ମହଲା ବିଶିଷ୍ଟ କୋଠା, ୯ଟି ପ୍ଲଟ୍‌ ସହ ୧୩ ଲକ୍ଷ ଟଙ୍କା ଜବତ ହୋଇଛି। ତାଙ୍କ ସମ୍ପର୍କୀୟଙ୍କ ଘରୁ ମଧ୍ୟ ମୋଟା ଅଙ୍କ ଜବତ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.