କୋରାପୁଟ(କେନ୍ୟୁଜ୍): କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ କାର୍ଯ୍ୟବନ୍ଦ ଆନ୍ଦୋଳନ । ସୁରକ୍ଷା ଦାବି କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି ଷ୍ଟାଫ୍ ନର୍ସ । ରାତିରେ ସର୍ଜରୀ ୱାର୍ଡରେ ଡ୍ୟୁଟିରେ ଥିବା ବେଳେ ପୋଲିସ ପୋଷାକରେ ଆସିଥିବା ୨ ଜଣ ସନ୍ଦିଗ୍ଧ ଷ୍ଟାପ୍ ନର୍ସଙ୍କୁ ଦୁର୍ବ୍ୟବହାର କରିଥିଲେ । ଏହାର ବିଧିବଦ୍ଧ ତଦନ୍ତ ସହ ସିସିଟିଭି ଫୁଟେଜ ଯାଞ୍ଚ କରି ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟନୁଷ୍ଠାନ ଗ୍ରହଣ ପାଇଁ ଦାବି ହୋଇଛି । ଦାବି ପୂରଣ ନହେବା ପର୍ଯ୍ୟନ୍ତ ଧାରଣ ଜାରି ରହିବ ବୋଲି କହିଛନ୍ତି ଆନ୍ଦୋଳନରତ ଷ୍ଟାଫ ନର୍ସ । ସେପଟେ ଘଟଣାର ତଦନ୍ତ ପରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି କୋରାପୁଟ ଟାଉନଥାନା ଅଧିକାରୀ ।
ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…
ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…
ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…
କଟକ(କେନ୍ୟୁଜ୍): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…
ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍ ଆଦି ବାହାରିବା ନେଇ ସୋସିଆଲ…