Below header

ଡାକରା ପାଇ ଦିଲ୍ଲୀ ଗଲେ ରାଜ୍ୟ ବିଜେପି ନେତୃତ୍ବ

ଦିଲ୍ଲୀ ଗଲେ ରାଜ୍ୟ ବିଜେପି ନେତୃତ୍ବ । ଡାକରା ପାଇ ରାଜ୍ୟ ବିଜେପି ନେତା ଦିଲ୍ଲୀ ଅଭିମୁଖେ ଯାଇଛନ୍ତି ।

ଦିଲ୍ଲୀ ଗଲେ ରାଜ୍ୟ ବିଜେପି ନେତୃତ୍ବ । ଡାକରା ପାଇ ରାଜ୍ୟ ବିଜେପି ନେତା ଦିଲ୍ଲୀ ଅଭିମୁଖେ ଯାଇଛନ୍ତି । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ରାଜ୍ୟ ସଂଗଠନ ସମ୍ପାଦକ ମାନସ ମହାନ୍ତି ଦିଲ୍ଲୀ ଯାଇଛନ୍ତି । ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂହ ତୋମାର ଓ ସହପ୍ରଭାରୀ ଲତା ଉଶେଣ୍ଡି ମଧ୍ୟ ଦିଲ୍ଲୀ ଯାଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.