ଆଜି ବସିବ ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା ବୈଠକ

ଆଜି ବସିବ ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା ବୈଠକ । ରାଜ୍ୟ କାର୍ଯ୍ୟାଳୟରେ ବୈଠକ ଅନୁଷ୍ଠିତ ହେବ ।

ଭୁବନେଶ୍ୱର : ଆଜି ବସିବ ରାଜ୍ୟ ବିଜେପିର ନିର୍ବାଚନ ପରିଚାଳନା ବୈଠକ । ରାଜ୍ୟ କାର୍ଯ୍ୟାଳୟରେ ବୈଠକ ଅନୁଷ୍ଠିତ ହେବ । ଏଥିରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର ଓ ରାଜ୍ୟ ବିଜେପିର କୋର ଟିମ ଉପସ୍ଥିତ ରହିବେ । ୨୦୨୪ ନିର୍ବାଚନ କିଭଳି ଲଢିବ ଦଳ ? କ୍ୟାମ୍ପେନ୍ ଷ୍ଟ୍ରାଟେଜୀ କଣ ରହିବ ? ଗ୍ରାଉଣ୍ଡରେ ବିଜେପିର ରଣନୀତି କିଭଳି କାର୍ଯ୍ୟକାରୀ ହେବ ? ଏସବୁ ଦିଗରେ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇ ଖସଡା ପ୍ରସ୍ତୁତ କରିବ ବିଜେପି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.