ଜୁଲାଇ ୨ରୁ ବିଧାନସଭାର ମୌସୁମୀ ଅଧିବେଶନ, ଏଥରକ ମୋଟ୍‌ ୨୪ଟି କାର୍ଯ୍ୟ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ଜୁଲାଇ ୨ରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ। ଏଥରକ ଅଗଷ୍ଟ ୪ ତାରିଖ ଯାଏଁ ଚାଲିବ ଅଧିବେଶନ। ଅଧିବେଶନର ପ୍ରଥମ ଦିନରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ହେବ।

ଚଳିତ ମୌସୁମୀ ଅଧିବେଶନରେ ମୋଟ ୨୪ଟି କାର୍ଯ୍ୟ ଦିବସ ରହିଛି। ଏ ନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Also Read: ବହିଷ୍କୃତ ହେଲେ ଭିଜିଲାନ୍ସ ଇନିସ୍ପେକ୍ଟର ମାନସୀ ଜେନା, ୨୦ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଥିଲେ

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.