ରାଜ୍ୟ

ଆଜି ସଂଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ପ୍ରାୟ ୧୧ଟି ପ୍ରସ୍ତାବ ଉପରେ ହେବ ଆଲୋଚନା

କେନ୍ୟୁଜ୍‌: ଆଜି ସଂଧ୍ୟାରେ ବସୁଛି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକୟଙ୍କ ଅଧ୍ୟକ୍ଷତାରେ ସଂଧ୍ୟା ୬ଟା ୪୫ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ । କ୍ୟାବିନେଟ୍‌ରେ ପ୍ରାୟ ୧୧ଟି ପ୍ରସ୍ତାବ ଉପରେ ଆଲୋଚନା ହେବ । ଫୁଲବାଣୀ ଓ କୋରାପୁଟରେ ମେଡିକାଲ ବିଲଡିଂ ପାଇଁ ପ୍ରାୟ ୧ ହଜାର କୋଟିର ଟେଣ୍ଡରକୁ ଅନୁମୋଦନ ଦେଇପାରେ କ୍ୟାବିନେଟ୍‌ । ବରଗଡ଼ର ଦୁଇଟି ପାନୀୟ ଜଳ ପ୍ରକଳ୍ପକୁ ମଞ୍ଜୁରୀ ମିଳିପାରେ ।

ଏଥିସହ କ୍ୟାବିନେଟ୍‌ ବୈଠକରେ ଶ୍ରୀଲଙ୍ଗରାଜ ମନ୍ଦିର ପାଇଁ ସ୍ୱତନ୍ତ୍ର ଆଇନରେ ମୋହର ଲାଗିପାରେ । ବରଗଡ଼ ଜିଲ୍ଲାର ଗାଏସିଲଟ ଓ ଅତାବିରାରେ ଦୁଇଟି ପାଳୀୟ ଜଳ ପ୍ରକଳ୍ପ ପାଇଁ ଟେଣ୍ଡର, ଗୃହ, ସାଧାରଣ ପ୍ରଶାସନ ବିଭାଗ ଓ ଜଳସମ୍ପଦ ବିଭାଗର ଚାକିରି ସର୍ତ୍ତାବଳୀ ନେଇ ପ୍ରସ୍ତାବ ଆସିପାରେ ।

KNews Bureau

Recent Posts

ଅଲାରନାଥଙ୍କ ଅଣସର ଦର୍ଶନ କରିବେ ଭକ୍ତ, ଏବେ ଠାରୁ ଛୁଟିଲାଣି ଭକ୍ତଙ୍କ ସୁଅ

ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…

9 mins ago

ରାସ୍ତାରେ ଜଳିଗଲା ବାଇକ, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବିଭାଗ

ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ  ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ,  ଆଠମଲ୍ଲିକ  କିଆକଟା…

14 mins ago

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

45 mins ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

52 mins ago

ଠାଣେ: ଫୁଟବଲ୍‌ ଟର୍ଫ ଉପରେ ଖସିପଡ଼ିଲା ଟିଣ ଶେଡ୍‌, ୯ ଜଣ ପିଲା ଆହତ; ଅନେକ ଗୁରୁତର

ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍‌ ଟର୍ଫ…

3 hours ago

ଯେକୌଣସି ବୟସରେ ଦାନ୍ତ ଉଠାଇ ପାରିବେ ଆପଣ, ଆସୁଛି ନୂଆ ମେଡିସିନ୍‌

ଅନେକ କୁନି କୁନି ପିଲା ଥାଆନ୍ତି, ଯେଉଁ ମାନଙ୍କର ଦାନ୍ତ ଉଠେନି । ଏପରିକି ଅନେକ ସମୟରେ ବୟସ୍କ ବ୍ୟକ୍ତିଙ୍କର…

3 hours ago