ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ, କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ବର(କେନ୍ଯୁଜ୍): ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫ଟାରେ ବସିବ ବୈଠକ। ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ।

ଆସନ୍ତା ସପ୍ତାହରେ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା ହେବାକୁ ଥିବାରୁ ଏହି କ୍ୟାବିନେଟ୍‌ ବୈଠକ ବେଶ ଗୁରୁତ୍ୱ ବହନ କରୁଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.