ଆଜି ରାଜ୍ୟ କ୍ୟାବିନେଟ ବୈଠକ, ୮ରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର(କେନ୍ୟୁଜ୍): ଆଜି ରାଜ୍ୟ କ୍ୟାବିନେଟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟାରେ ବସିବ ବୈଠକ। ଏଥିରେ ୮ରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର।

ବିଶେଷକରି ରାଜସ୍ୱ, ପାନୀୟ ଜଳ ଯୋଗାଣ, କୃଷି, ସାଧାରଣ ପ୍ରଶାସନ, ପରିବହନ, ପୂର୍ତ୍ତ ଓ କ୍ରୀଡ଼ା ବିଭାଗର ବିଭିନ୍ନ ବିଷୟ ଉପରେ ହୋଇପାରେ ଆଲୋଚନା । ବିଶେଷକରି ବୈଠକରେ କ୍ରୀଡ଼ା ଓ ଶିକ୍ଷା ବିଭାଗର ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.