Below header

ଆଜି ରାଜ୍ଯ କ୍ୟାବିନେଟ ବୈଠକ, ୨ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଆଜି ରାଜ୍ଯ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ସକାଳ ୧୦ଟାରେ ବସିବ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ୬୭ତମ କ୍ୟାବିନେଟ ବୈଠକରେ ଦୁଇଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି।

ଭୁବନେଶ୍ୱର (କେନ୍ୟୁଜ): ଆଜି ରାଜ୍ଯ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ସକାଳ ୧୦ଟାରେ ବସିବ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ୬୭ତମ କ୍ୟାବିନେଟ ବୈଠକରେ ଦୁଇଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ରହିଛି। ଶୀତ ଅଧିବେଶନ ଜାରି ରହିଥିବା ସମୟରରେ ଏହି କ୍ୟାବିନେଟ ବୈଠକକୁ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ମନେ କରାଯାଉଛି। ତେବେ ନିର୍ଦ୍ଧିଷ୍ଟ ଭାବେ କେଉଁ ପ୍ରସଙ୍ଗ ସମ୍ପର୍କରେ ନିଷ୍ପତ୍ତି ନିଆଯିବ ତାହା ସ୍ପଷ୍ଟ ହୋଇନାହିଁ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.