ଆଜି ରାଜ୍ୟ କ୍ୟାବିନେଟ ବୈଠକ, ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର

ଭୁବନେଶ୍ୱର : ଆଜି ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଭୁବନେଶ୍ୱରର ଲୋକସେବା ଭବନରେ ପୂର୍ବାହ୍ନ 10ଟାରୁ ଏହି ବୈଠକ ଆରମ୍ଭ ହେବ। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହେବାକୁ ଯାଉଛି ।  ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିବ ବୋଲି ଚର୍ଚ୍ଚା ହେଉଛି ।

 

ଆହୁରି ପଢ଼ନ୍ତୁ:  ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ହେବେ ସାମିଲ