ରାଜ୍ୟ

ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ୧୨୯୪ ଜଣଙ୍କୁ ନିଯୁକ୍ତି

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ୧୨୯୪ ଜଣଙ୍କୁ ନିଯୁକ୍ତି। ଭୁବନେଶ୍ବର ଲୋକସେବା ଭବନରେ ଆୟୋଜିତ ନିଯୁକ୍ତି ପର୍ବରେ ନିଯୁକ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୭୨୫ଜଣ, ଅର୍ଥ ବିଭାଗରେ ୨୮୦ଜଣ, ଗ୍ରାମ୍ୟ ବିକାଶରେ ୧୨୯ଜଣ ଓ ୧୬୦ଜଣ କୃତି କ୍ରୀଡାବିତଙ୍କୁ ୫ଟି ବିଭିନ୍ନ ବିଭାଗରେ ନିଯୁକ୍ତି ପ୍ରଦାନ କରାଯାଇଛି।

ନବନିଯୁକ୍ତ କର୍ମଚାରୀଙ୍କୁ ଦିଗଦର୍ଶନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟର ଲୋକଙ୍କ ଜୀବନରେ ବ୍ୟାପକ ପରିବର୍ତ୍ତନ ପାଇଁ ରାଜ୍ୟ ସରକାର କଠିନ ପରିଶ୍ରମ କରୁଛନ୍ତି। ନବନିଯୁକ୍ତ କର୍ମଚାରୀମାନେ ନିଷ୍ଠା ଓ ପ୍ରତିବଦ୍ଧତାର ସହ ଲୋକଙ୍କ ସେବା ପାଇଁ କାମ କରିବାକୁ ପରାମର୍ଶ ଦେଇଛନ୍ତି ନବୀନ। ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଖାଲି ପଡିଥିବା ଆସନରେ ଏହି ନିଯୁକ୍ତି ଏକ ଉଲ୍ଲେଖନୀୟ ପଦକ୍ଷେପ ବୋଲି ସେ କହିଛନ୍ତି।

Niharanjan

Recent Posts

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

28 mins ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

29 mins ago

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର(କେନ୍ୟୁଜ୍‌): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…

36 mins ago

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

41 mins ago

ଆଜି ସାରା ବିଶ୍ୱ ପାଳିଲା ‘ଆର୍ଟ ଅଫ୍ ଗିଭିଂ’ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…

58 mins ago

ମହାନତା ଦେଖାଇଲେ ମୁଖ୍ୟମନ୍ତ୍ରୀ, ପୀଡିତଙ୍କୁ ୩୦ ହଜାର ଟଙ୍କା ସହ ଯୋଗାଇଲେ ଚିକିତ୍ସା

ଚାନ୍ଦବାଲି (କେନ୍ୟୁଜ): ଏ ଶରୀର କ୍ଷଣସ୍ଥାୟୀ । ସତରେ ଏ ଶରୀର କିଛି ନୁହେଁ ଆଜି ଭଲ ଅଛି ତ…

1 hour ago