ରାଜ୍ୟ

ପୂର୍ଣ୍ଣ ସହାୟତାପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର ଶିକ୍ଷକ ଓ ଅଣ-ଶିକ୍ଷକ କର୍ମଚାରୀମାନଙ୍କ MACP ପାଇଁ  ସରଳ  ହେଲା ନିୟମାବଳୀ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ  ନବୀନ  ପଟ୍ଟନାୟକ ପୂର୍ଣ୍ଣ ଅନୁଦାନପ୍ରାପ୍ତ  ବେସରକାରୀ ମହାବିଦ୍ୟାଳୟର  ଶିକ୍ଷକ  ଓ କର୍ମଚାରୀମାନଙ୍କ ନିମନ୍ତେ ନିମ୍ନଲିଖିତ ସେବା ସୁବିଧା ଅନୁମୋଦନ କରିଛନ୍ତି |  ପୂର୍ଣ୍ଣ  ସହାୟତା ପାଉଥିବା  ବେସରକାରୀ ମହାବିଦ୍ୟାଳୟର ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀଙ୍କ ସୁବିଧା  ପାଇଁ ଓଡିଶା ସଂଶୋଧିତ ବେତନ ହାର ନିୟମ, ୨୦୧୭ ଅନୁସାରେ ପ୍ରଦାନ କରାଯାଉଥିବା ପରିବର୍ତ୍ତିତ ନିଶ୍ଚିତ କ୍ୟାରିୟର ପ୍ରଗତି ଯୋଜନା କୁ (Modified Assured Career Progression Scheme)  ସରଳ  କରାଯାଇଛି  |  ଏବେ 100% ଅନୁଦାନ  ପାଇବା  ତାରିଖ  ପରିବର୍ତ୍ତେ  ପ୍ରଥମ ଅନୁଦାନ ମିଳିବା  ଦିନକୁ  ଭିତ୍ତି କରି MACP ନିର୍ଣ୍ଣୟ  କରାଯିବ |

ପୂର୍ଣ୍ଣ  ସହାୟତା  ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟରେ ଶିକ୍ଷାଦାନ ବୃତ୍ତିରେ ପ୍ରତିଭାବାନ ଅଧ୍ୟାପକମାନଙ୍କୁ  ଆକର୍ଷିତ  କରିବା PH.D  ଡିଗ୍ରୀ  ହାସଲ ପାଇଁ,  ସ୍ଵତନ୍ତ୍ର  ପଦକ୍ଷେପ ନିଆଯାଇଛି |  ଅଧ୍ୟାପକମାନଙ୍କୁ  ଚାକିରୀ ସମୟରେ Ph.D ର ଅତିରିକ୍ତ ଯୋଗ୍ୟତା ହାସଲ କରିବା ପାଇଁ ପ୍ରୋତ୍ସାହନ ସ୍ଵରୂପ କେବଳ entry level ରେ appropriate  pay ସ୍କେଲରେ ଦୁଇଟି ଅଗ୍ରୀମ ବୃଦ୍ଧି, (କେବଳ ଅଧ୍ୟାପକ ପଦରେ ) ପ୍ରଦାନ କରାଯିବ |

ସୂଚନାଯୋଗ୍ୟ ଯେ 5T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ଅବସରରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିୟୋଜିତ ଥିବା ପୂର୍ଣ୍ଣ  ସହାୟତାପ୍ରାପ୍ତ  କଲେଜର  ଶିକ୍ଷକ  ଓ  ଅଣ  ଶିକ୍ଷକ  କର୍ମଚାରୀମାନେ  ସେମାନଙ୍କ ଅସୁବିଧା ସଂପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ |

Niharanjan

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି

ମେଷ: ପାରିବାରିକ ଜୀବନ ସୁଖମୟ ହେବ । ଗୃହ ଉପଯୋଗୀ ବସ୍ତୁ ବୃଦ୍ଧି ପାଇବ । ଖର୍ଚ୍ଚ ଅଧିକ ହେବ…

2 hours ago

ଧାନ ତଳି ପକାଇବା ପାଇଁ ବିଲରୁ ଘାସ କାଟି ସଫା କରୁଥିଲେ, ଇଲେକ୍ଟ୍ରି ତାର ଲାଗି କୈଳାସଙ୍କ ମୃତ୍ୟୁ

ମାର୍ଶାଘାଇ(କେନ୍ୟୁଜ): ସକାଳୁ ସକାଳୁ ଯାଇଥିଲେ କ୍ଷେତକୁ । ଧାନ ତଳି ପକାଇବା ପାଇଁ । ହେଲେ ସେ କଣ ଜାଣିଥିଲେ…

5 hours ago

ବିଏସକେଓ୍ଵାଇ କାର୍ଡ଼ କଣ ବନ୍ଦ ହୋଇଗଲା ? କେତେ ସତ କେତେ ମିଛ

ବିଜୁ ସ୍ୱାସ୍ଥ୍ୟ କାର୍ଡ଼ ଆଉ କାମ କରୁନି ? ଲକ୍ଷ୍ମୀ ବସ୍‌ ଆଉ ଚାଲୁନି ? ଆହାର ଆଉ ମିଳିବ…

5 hours ago

ଦଳୀୟ ନେତାଙ୍କ ମନୋବଳ ବଢ଼ାଇଲେ ନବୀନ, ନିଜ ଅଞ୍ଚଳବାସୀଙ୍କ ସହ କାମ କରିବାକୁ ଦେଲେ ପରାମର୍ଶ

ଭୁବନେଶ୍ୱର(କେନ୍ୟୁଜ୍‌): ଓଡ଼ିଶା ପାଇଁ ପରିଶ୍ରମ କରିଛୁ, ଆଗକୁ କରିବୁ । ୨୪ ବର୍ଷର ଶାସନକୁ ନେଇ କୌଣସି ଲାଜ କରିବାର…

5 hours ago

ଆସିଲା ହାତୀ ଗଣନା ରିପୋର୍ଟ, ରାଜ୍ୟରେ ମୋଟ ୨୦୯୮ ହାତୀ

ଭୁବନେଶ୍ୱର(କେନ୍ୟୁଜ୍‌): ଆସିଲା ରାଜ୍ୟର ନିଜସ୍ଵ ହାତୀ ଗଣନା ରିପୋର୍ଟ । ୭ ବର୍ଷରେ ରାଜ୍ୟରେ ହାତୀ ସଂଖ୍ୟା ବଢ଼ିଛି ମାତ୍ର…

6 hours ago

ନବୀନ ନିବାସରେ ବିଜେଡିର ବୈଠକ

ଭୁବନେଶ୍ୱର(କେନ୍ୟୁଜ୍‌): ନବୀନ ନିବାସରେ ବିଜେଡିର ବୈଠକ । ନବ ନିର୍ବାଚିତ ବିଜେଡି ବିଧାୟକଙ୍କ ନବୀନ ନିବାସରେ ଭିଡ଼ । ନବୀନ…

7 hours ago