ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି, ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ମାର୍ଚ୍ଚ ୧୬ ତାରିଖରେ ହେବ ରାଜ୍ୟସଭା ନିର୍ବାଚନ।  ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ । ମାର୍ଚ୍ଚ ୫ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ ।  ୬ ତାରିଖରେ ଯାଞ୍ଚ ହେବ। ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ମାର୍ଚ୍ଚ ୯  ଶେଷ ତାରିଖ ରହିଛି ।  ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏଁ ଭୋଟ୍  ଗ୍ରହଣ ହେବ । ଅପରାହ୍ଣରେ ହେବ ଭୋଟ୍  ଗଣତି ।

 

 

Also read: ସୁରକ୍ଷାକର୍ମୀ-ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ, ଏନକାଉଣ୍ଟରରେ ୨ ମାଓବାଦୀ ନିପାତ