ରାଜ୍ୟ

ଏସ୍‌ଟିଏଫ୍‌ କବ୍‌ଜାରେ ହାତୀ ଦାନ୍ତ ଚୋରା ଚାଲାଣକାରୀ ଦୁର୍ଯ୍ୟାଧନ ପ୍ରଧାନ

ଅନୁଗୁଳ(କେନ୍ୟୁଜ୍‌): ଏସ୍‌ଟିଏଫ୍‌ କବ୍‌ଜାରେ ହାତୀ ଦାନ୍ତ ଚୋରା ଚାଲାଣକାରୀ। ୪ କେଜି ୫୦୦ ଗ୍ରାମର ଦୁଇଟି ହାତୀ ଦାନ୍ତ ଜବତ ହୋଇଛି। ଚୋରା ଚାଲାଣକାରୀ ଦୁର୍ଯ୍ୟାଧନ ପ୍ରଧାନକୁ ଗିରଫ କଲା ଏସ୍‌ଟିଏଫ୍‌। ଅନୁଗୁଳ ବନବିଭାଗ ସହାୟତାରେ ଦୁର୍ଯ୍ୟୋଧନକୁ ବାନ୍ଧିଲା ଏସ୍‌ଟିଏଫ୍‌। ଅନୁଗୁଳ ଜିଲ୍ଲା କନ୍ଧ କୋଇଲି ଗାଁ ନିକଟରେ ଡିଲ୍‌ ବେଳେ ମାଡବସିଲା ଏସ୍‌ଟିଏଫ୍‌।

Sonalisa

Recent Posts

ଆଜି ପୁଣି କମିଲା ପେଟ୍ରୋଲ ଦର, ବାଇକ ଆରୋହୀଙ୍କୁ ଆଶ୍ବସ୍ତି

ପେଟ୍ରୋଲ ହେଉଛି ଏକ ଦୈନଦିନ ଖର୍ଚ୍ଚ । ଯେଉଁଠି ପାଇଁ ଆମେ ସବୁବେଳେ ଦର ଉପରେ ନଜର ରଖିଥାଉ ।…

3 mins ago

ବଡ଼ ଆଶ୍ବସ୍ତି: ଭାରତୀୟ ବଜାରରେ କମିଲା ସୁନା ଦର

ଆଜି ସୁନା କିଣିବାକୁ ଚାହୁଁଛନ୍ତି କି ? ତେବେ ଆପଣଙ୍କ ପାଇଁ ଖୁସି ଖବର ଆସିଛି। ଆଜି ସୁନା କିଣିବାକୁ…

26 mins ago

ଚଳଚଞ୍ଚଳ ଶ୍ରୀମନ୍ଦିର: ଆଜି ଦେବୀ ରୁକ୍ମିଣୀଙ୍କୁ ବିବାହ କରିବେ ମହାପ୍ରଭୁ

ପୁରୀ (କେନ୍ୟୁଜ); ଆଜି ଶ୍ରୀମନ୍ଦିରରେ ଜଗନ୍ନାଥଙ୍କ ବିବାହ ଉତ୍ସବ । ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ…

44 mins ago

ରାଜ୍ୟରେ କିଛି ସ୍ଥାନରେ ଖୋଲିଲା ସ୍କୁଲ,୧୧ ଜିଲ୍ଲାରେ ୨୦ ଯାଏ ଛୁଟି

ଭୁବନେଶ୍ୱର (କେନ୍ୟୁଜ); ସରିଲା ଗ୍ରୀଷ୍ମ ଅବକାଶ, ଖୋଲିଲା ସ୍କୁଲ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜି କିଛି…

52 mins ago

ଚଳଚଞ୍ଚଳ ବିଧାନସଭା: ଆଜି ଓ ଆସନ୍ତାକାଲି ଶପଥ ଗ୍ରହଣ କରିବେ ନବନିର୍ବାଚିତ ବିଧାୟକ

ଭୁବନେଶ୍ୱର (କେନ୍ୟୁଜ): ନୂଆ ବିଧାୟକଙ୍କ ସ୍ବାଗତ ପାଇଁ ପ୍ରସ୍ତୁତ ବିଧାନସଭା ।  ଆଜି ଓ ଆସନ୍ତାକାଲି ଶପଥ ନେବେ ନବନିର୍ବାଚିତ…

1 hour ago

ବାଲେଶ୍ବରରେ ଗୋଷ୍ଠୀ ସଂଘର୍ଷ ଘଟଣା : ସହରରେ କର୍ଫ୍ୟୁ; ସ୍କୁଲ, କଲେଜ ଓ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ

ବାଲେଶ୍ବର (କେନ୍ୟୁଜ); ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ପୌରପାଳିକାରେ କର୍ଫ୍ୟୁ ଜାରି। ସହରରେ ସ୍କୁଲ, କଲେଜ ଓ…

1 hour ago