କୋରାପୁଟ (କେନ୍ୟୁଜ): ଟ୍ରାକରେ ପଡ଼ିଲା ପଥର, ଅଟକିଲା ଟ୍ରେନ୍ । କୋରାପୁଟ ଜିଲ୍ଲା ଜରଟି ଓ ମାନବର ନିକଟ ଟ୍ରାକରେ ପଥର ଖସି ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି । ରେଳ ଧାରଣାରେ ପଥର ପଡ଼ିବାରୁ ଅଟକି ରହିଛି ଟ୍ରେନ୍ । ଫଳରେ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି ।
୮ଟି ଟ୍ରେନ ଚଳାଚଳକୁ ବାତିଲ କରିଛି ରେଳ କର୍ତ୍ତୃପକ୍ଷ । କୋରାପୁଟରୁ _ଜଗଦଳପୁର _କିରୁଣ୍ଡୁଲକୁ ଚଳାଚଳ କରୁଥୁବା ସମସ୍ତ ଟ୍ରେନକୁ ବାତିଲ କରାଯାଇଛି । ରେଳ ଧାରଣାରୁ ପଥର ହଟାଇଵାକୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ରେଳପଥ ଦୋହରି କରଣ କାମ ଚାଲୁ ରହିଥିବା ବେଳେ ପଥର ଖସିଥିବା ଜଣାପଡିଛି । ଏନେଇ ବିଶାଖାପାଟଣା ରେଳ ଡିଭିଜନ ପକ୍ଷରୁ ସୂଚନା ଦିଆଯାଇଛି ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…