ଜିଲ୍ଲା ମାନ୍ୟତା ଦାବିରେ କଣ୍ଟାବାଞ୍ଜି ବନ୍ଦ

କଣ୍ଟାବାଞ୍ଜି(କେନ୍ଯୁଜ୍) : ଜିଲ୍ଲା ମାନ୍ୟତା ଦାବିରେ ଆଜି କଣ୍ଟାବାଞ୍ଜି ବନ୍ଦ କରାଯାଇଛି। ଜିଲ୍ଲା ସଂଘର୍ଷ ସମିତି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ସମିତିର ସଦସ୍ୟମାନେ ଇନ୍ଦିରା ଛକରେ ଏକାଠି ହୋଇ ପକେଟିଂ କରି ଦୋକାନ ବଜାର ବନ୍ଦ କରିଥିଲେ ।

kantabanji

ସରକାରୀ, ବେସରକାରୀ କାର୍ଯ୍ୟାଳୟ, ସ୍କୁଲ, କଲେଜ, ବ୍ୟବସାୟିକ ଅନୁଷ୍ଠାନ ବନ୍ଦ ରହିଛି । ଏହି ବନ୍ଦ ଡାକରାରେ ଓକିଲ ସଂଘ ଓ ବିଭିନ୍ନ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସାମିଲ ହୋଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.