Categories: ରାଜ୍ୟ

ରାଉରକେଲା ଏବଂ ଗଜପତିରେ ମଧ୍ୟ ଧର୍ମଘଟର ପ୍ରଭାବ

ରାଉରକେଲା (କେ ନ୍ୟୁଜ୍‌) : ପରିବହନ ଧର୍ମଘଟର ଜୋରଦାର ପ୍ରଭାବ ପଡ଼ିଛି ଶିଳ୍ପ ନଗରୀ ରାଉରକେଲାରେ । ବିଶ୍ରା ଛକ ନିକଟରେ ବିଭିନ୍ନ ସଂଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।

ସିଟୁ ପକ୍ଷରୁ ପରିବହନ ସେବାକୁ ସଂପୂର୍ଣ୍ଣ ବନ୍ଦ କରାଯାଇଛି । ବସ୍‌ କର୍ମଚାରୀ ଓ ବସ୍‌ ମାଲିକମାନେ ସିଟୁର ସଦସ୍ୟଙ୍କ ସହ ରାସ୍ତାକୁ ଓହ୍ଲାଇଛନ୍ତି । ପରିବହନ କର୍ମଚାରୀଙ୍କ ପାଇଁ ସମସ୍ତ ସୁବିଧା ଯୋଗାଇ ଦେବାକୁ ଦାବି ହୋଇଛି ।

 ଧର୍ମଘଟ ଫଳରେ ଗଜପତି ଜିଲ୍ଲାରୁ ମାଲ ଓ ଯାତ୍ରୀ ପରିବହନ ମଧ୍ୟ ପ୍ରଭାବିତ ହୋଇଛି। ବିଭିନ୍ନ ସଂଗଠନ ପକ୍ଷରୁ ଆନ୍ଦୋଳନ କରାଯାଉଥିବା ବେଳେ ଯିବା ଆସିବା ପାଇଁ ଯାତ୍ରୀ ହଇରାଣ ହେଉଛନ୍ତି ।

KNews Bureau

Recent Posts

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

40 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

54 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

2 hours ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

2 hours ago