୧୨ଦଫା ଦାବି ନେଇ ଦୁଇ ଦିନିଆ ଭାରତ ବନ୍ଦ ଡାକରା

୧୨ଦଫା ଦାବି ନେଇ ଦୁଇ ଦିନିଆ ଭାରତ ବନ୍ଦ ଡାକରା। ଏହି ବନ୍ଦକୁ ସଫଳ କରିବା ପାଇଁ ବାଲେଶ୍ୱରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ବିଭିନ୍ନ ସଂଗଠନ ପକ୍ଷରୁ ଜାନୁୟାରୀ ୮ ଓ ୯ ଦୁଇ ଦିନ ଧରି ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଧର୍ମଘଟକୁ ସଫଳ କରିବା ପାଇଁ ସାମ୍ବାଦିକ ସମ୍ମିଳନୀର ଆହ୍ଵାନ ଦିଆଯାଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.