Below header

ବିନିକାରେ ଘନେଇଲା ସ୍ଥାୟୀ ଡାକ୍ତର ନିଯୁକ୍ତି ଦାବି : ଆନ୍ଦୋଳନକାରୀ-ପୋଲିସ ମୁହାଁମୁହିଁ

ସୁବର୍ଣ୍ଣପୁର : ସ୍ଥାୟୀ ଡାକ୍ତର ନିଯୁକ୍ତି ଦାବିରେ ଆନ୍ଦୋଳନ । ସୁବର୍ଣ୍ଣପୁର ଜିଲ୍ଲା ବିନିକା ଡାକ୍ତରଖାନାରେ ସ୍ଥାୟୀ ନିଯୁକ୍ତି ଦାବିରେ ସରକାରୀ ଅଫିସ ବନ୍ଦ କଲେ ସ୍ଥାନୀୟ ଲୋକ । ହଜାର ହଜାର ଲୋକ ଏକାଠି ହୋଇ ଆନ୍ଦୋଳନରେ ସାମିଲ ହୋଇଛନ୍ତି । ତହସିଲ କାର୍ୟ୍ୟାଳୟରେ ଧସେଇ ପଶିବା ବେଳେ ଆନ୍ଦୋଳନକାରୀ-ପୋଲିସ ମୁହାଁମୁହିଁ ହୋଇଥିଲେ । ସ୍ଥାୟୀ ନିଯୁକ୍ତି ଦାବିରେ ଜିଲ୍ଲା ସାମ୍ବାଦିକଙ୍କ ଧାରଣା ୨୩ଦିନରେ ପହଞ୍ଚିଥିବା ବେଳେ ଆନ୍ଦୋଳନକୁ ଓହ୍ଲାଇଛନ୍ତି ସ୍ଥାନୀୟ ଲୋକ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.