Below header

ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ଦାବିରେ ଆନ୍ଦୋଳନ : ସ୍କୁଲ ଗେଟକୁ ତାଲା ପକାଇଲେ ଛାତ୍ରଛାତ୍ରୀ ଓ ଅଭିଭାବକ

ଢ଼େଙ୍କାନାଳ : ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ଦାବିରେ ଆନ୍ଦୋଳନ । ସ୍କୁଲରେ ତାଲା ପକାଇଲେ ଛାତ୍ରଛାତ୍ରୀ ଓ ଅଭିଭାବକ । ଏଭଳି ଘଟଣା ଦେଖିବାକୁ ମିଳିଛି ଭୁବନ ବ୍ଲକ ଭୁଷଳ ନୋଡାଲ୍ ୟୁପି ସ୍କୁଲରେ । ସକାଳୁ ସକାଳୁ ଛାତ୍ରଛାତ୍ରୀ ଓ ଅଭିଭାକ ସ୍କୁଲ ଗେଟରେ ତାଲା ପକାଇ ଦେଇଛନ୍ତି । ଅଭିଯୋଗ ହୋଇଛି, ପ୍ରଧାନ ଶିକ୍ଷୟିତ୍ରୀ ଜୋତ୍ସ୍ନାମୟୀ ଜେନା ଛାତ୍ରଛାତ୍ରୀ ଓ ସ୍କୁଲର ଅନ୍ୟ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଦୁର୍ବ୍ୟବାର କରୁଛନ୍ତି । ତାଙ୍କର ଅନ୍ୟତ୍ର ବଦଳି ଦାବି କରିଛନ୍ତି ଅଭିଭାବକ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.