Categories: ରାଜ୍ୟ

ସପ୍ତମ ଶ୍ରେଣୀ ଛାତ୍ରଙ୍କୁ ଶିକ୍ଷୟିତ୍ରୀଙ୍କ ମାଡ଼ ଅଭିଯୋଗ

ପଦ୍ମପୁର (କେନ୍ୟୁଜ୍) : ସପ୍ତମ ଶ୍ରେଣୀ ଛାତ୍ରଙ୍କୁ ଶିକ୍ଷୟିତ୍ରୀଙ୍କ ମାଡ଼ ଅଭିଯୋଗ । ବରଗଡ଼ ପଦ୍ମପୁର ଝାରବନ୍ଧ ନୋଡାଲ ସ୍କୁଲର ଶିକ୍ଷୟିତ୍ରୀ ଶ୍ରଦ୍ଧାମଞ୍ଜରୀ ବାଗ ଜଣେ ଛାତ୍ରଙ୍କୁ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି । ଏନେଇ ଛାତ୍ରଙ୍କ ପରିବାର ଲୋକ ସ୍କୁଲ କର୍ତ୍ତୃପକ୍ଷଙ୍କୁ ଜଣାଛନ୍ତି ।

ଶିକ୍ଷୟିତ୍ରୀଙ୍କ ବିରୋଧରେ ଦୃଢ କାର‌୍ୟ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି । ସେପଟେ ଶିକ୍ଷୟିତ୍ରୀ କହିଛନ୍ତି, ପିଲାଟି ତାର ସହଯୋଗୀ ଛାତ୍ରଙ୍କୁ ଖରାପ ବ୍ୟବହାର କରୁଥିବାରୁ, ସେ ମାଡ଼ ମାରିଥିଲେ । ତାଙ୍କ ବିରୋଧରେ ଅଭିଯୋଗ ନେଇ ସେ ସ୍କୁଲ କମିଟି ଓ ବିଇଓଙ୍କୁ ଜଣାଇଛନ୍ତି ।

 

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଛାତ୍ରଛାତ୍ରୀଙ୍କ ପାଇଁ କିପରି କଟିବ ଦିନ

ମେଷ: ଆଜିର ଦିନ ଭଲରେ କଟିବ । ଉତ୍ତମ ସ୍ୱାସ୍ଥ୍ୟ ପାଇଁ ବ୍ୟାୟାମ ଜାରି ରଖନ୍ତୁ । କୌଣସି ନୂଆ…

2 hours ago

ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ, ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ୱର : ଭାରତୀୟ ହକି ଟିମର ପ୍ରାୟୋଜକ ଆଉ ୩ ବର୍ଷ ବୃଦ୍ଧି କରାଯିବ। ହକି ଇଣ୍ଡିଆ ସହ ଆଲୋଚନା…

4 hours ago

ବାଲେଶ୍ବର ସହରରେ କର୍ଫ୍ୟୁ କୋହଳ, ଆସନ୍ତାକାଲି ଠାରୁ ଲ୍ୟାଣ୍ଡ ଲାଇନ୍ based internet ହେବ କୋହଳ

ବାଲେଶ୍ଵର :  ବାଲେଶ୍ଵର ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ । ବାଲେଶ୍ବର ସହରରେ କର୍ଫ୍ୟୁ ପରିସ୍ଥିତି ଉପରେ ସାମ୍ବାଦିକ ସମ୍ମିଳନୀ ।…

5 hours ago

ପିସିସି ସଭାପତିଙ୍କୁ କାଳିମାଡ଼, କଂଗ୍ରେସ ଭବନରେ ପଶି କଲେ କାଳିମାଡ଼

ଭୁବନେଶ୍ୱର : ପିସିସି ସଭାପତିଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼। ଆଜି କଂଗ୍ରେସ…

5 hours ago

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମୃତ

ଲମତାପୁଟ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ଯୁ । ମୃତ ବ୍ୟକ୍ତି ଜଣକ ଲମତାପୁଟ ବ୍ଲକ…

6 hours ago

ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁଲା ମୌସୁମୀ, ୨ ଦିନ ଭିତରେ ସାରା ରାଜ୍ୟକୁ ଛୁଇଁବ

ଅଗ୍ରସର ହେଲା ମୌସୁମୀ । ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ…

7 hours ago