ଉତ୍କଳ ବିଶ୍ବବିଦ୍ୟାଳୟର ହଷ୍ଟେଲରେ ମିଳିଲା ଛାତ୍ରଙ୍କ ମୃତ ଶରୀର

ଭୁବନେଶ୍ବର (କେନ୍ୟୁଜ୍) : ଉତ୍କଳ ବିଶ୍ବବିଦ୍ୟାଳୟର ହଷ୍ଟେଲ ନମ୍ବର ୨ ରେ ଜଣେ ଛାତ୍ରଙ୍କ ମ୍ରୁତ ଶରୀର ମିଳିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚିଥିବା ବେଳେ ଛାତ୍ର ଜଣଙ୍କ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ଘଟଣାର ତଦନ୍ତ କରୁଛି ପୋଲିସ୍। ଘଟଣାକୁ ନେଇ କ୍ୟାମ୍ପସ ମଧ୍ୟରେ ଉତ୍ତେଜନା ଦେଖାଦେଇଛି।

SUICIDE-2

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.