ଅନୁଗୁଳ(କେନ୍ଯୁଜ୍) : ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ। ପୋଖରୀରେ ବୁଡି ଛାତ୍ର ମୃତ । ମୃତକ ହେଲେ ଅନୁଗୁଳ ନିଶା ଗାଁର ଚନ୍ଦନ ପରିଡା । ଅନୁଗୁଳ ଜିଲ୍ଲା ନିଶା ଉଚ୍ଚବିଦ୍ୟାଳୟର ଗଣେଶ ମୁର୍ତ୍ତି ବିସର୍ଜନ ପାଇଁ ଶିକ୍ଷକ ଓ ଛାତ୍ରମାନେ ଯାଇଥିବାବେଳେ ଚନ୍ଦନ ପାଣିରେ ବୁଡି ଯାଇଥିଲେ । ଗାଁ ଲୋକେ ଗୁରୁତର ଅବସ୍ଥାରେ ଚନ୍ଦନଙ୍କୁ ଉଦ୍ଧାର କରି ଅନୁଗୁଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ତେବେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା ।
ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ । ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ । ଭୁବନେଶ୍ବର ତମାଣ୍ଡୋରେ…
ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…
ଶ୍ରୀନଗର: ଆଜି ବିଶ୍ୱ ପାଳୁଛି ଅନ୍ତର୍ଜାତୀୟ ଯୋଗ ଦିବସ। ପ୍ରତିବର୍ଷ ଜୁନ ୨୧ରେ ପାଳିତ ହେଉଛି ଏହି ଦିବସ ।…
ପୁରୀ (କେନ୍ୟୁଜ): ଦିନକ ପରେ ମହାପ୍ରଭୁଙ୍କ ପବିତ୍ର ସ୍ନାନପୂର୍ଣ୍ଣିମା । ରତ୍ନବେଦୀ ଛାଡି ସ୍ନାନବେଦୀରେ ୧୦୮ ଗଡୁ ସୁବାସିତ ଜଳରେ…
ଭୁବନେଶ୍ୱର (କେନ୍ୟୁଜ): ଆଜି ପାଳିତ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ । ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ…
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…