ବଣାଇ(କେନ୍ୟୁଜ୍) : ଗରମ ଡାଲି ପଡ଼ି ଛାତ୍ର ମୃତ । ସୁନ୍ଦରଗଡ଼ ଜିଲ୍ଲା ବଣାଇ ବ୍ଲକ୍ କୋଇଡା ଡେଙ୍ଗୁଳା ଉଚ୍ଚ ବିଦ୍ୟାଳୟରେ ଏହି ଅଘଟଣ ଘଟିଛି। ଗରମ ଡାଲି ପଡ଼ି ଅଷ୍ଟମ ଶ୍ରେଣୀ ଛାତ୍ରର ମୃତ୍ୟୁ ହୋଇଛି । ଗତ ୬ ତାରିଖରେ ହଷ୍ଟେଲରେ ରୋଷେଇ କରୁଥିବା ବେଳେ ଛାତ୍ରଙ୍କ ଉପରେ ପଡ଼ିଥିଲା ଗରମ ଡାଲି । ପ୍ରଥମେ ତାଙ୍କୁ କୋଇଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ ରାଉରକେଲା RGHରେ ଭର୍ତ୍ତି କରାଯାଇଥିଲା। ଗତକାଲି ରାତିରେ ଚିକିତ୍ସାଧୀନ ଅବସ୍ଥାରେ ଛାତ୍ରର ମୃତ୍ୟୁ ହୋଇଯାଇଛି ।
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍ ମଙ୍ଗଳବାର ଭୁଶୁଡ଼ି…
କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…
ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…
ଭୁବନେଶ୍ୱର(କେନ୍ୟୁଜ୍): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…