ଭୁବନେଶ୍ବର(କେନ୍ଯୁଜ୍) : ଆସନ୍ତାକାଲି ଛାତ୍ର ସଂସଦ ନିର୍ବାଚନ । ଆଜି ଅନୁଷ୍ଠିତ ହେବ ହ୍ବାଏ ଆଇ ଷ୍ଟାଣ୍ଡ ଫର୍ ମିଟିଙ୍ଗ୍। ସେଥିପାଇଁ ମଧ୍ୟ ପ୍ରସ୍ତୁତିରେ ଲାଗି ପଡ଼ିଛନ୍ତି ପ୍ରାର୍ଥୀ । ପ୍ରାର୍ଥୀ କହିବେ କାହିଁକି ନିର୍ବାଚନ ଲଢିଲେ? ଗତକାଲି ସରିଥିଲା ପ୍ରଚାର । ଶେଷ ଦିନରେ ପ୍ରାର୍ଥୀମାନେ ଛାତ୍ରଛାତ୍ରୀଙ୍କୁ ନିଜ ସପକ୍ଷରେ ଭୋଟ ଦେବା ପାଇଁ ମନାଇଥିଲେ ପ୍ରାର୍ଥୀ । ଦୁଇ ଦିନର ଛୁଟି ପରେ ଗତକାଲି କଲେଜ ଖୋଲିଥିଲା । ତେଣୁ ପ୍ରାର୍ଥୀମାନେ କଲେଜରେ ଜୋରଦାର ପ୍ରଚାର କରିଥିଲେ। ଜମିଥିଲା ଖାଦ୍ୟପେୟର ଆସର ।
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…