ଭୁବନେଶ୍ୱର: ଗିରଫ ହେଲେ କୋଟିପତି କିରାଣି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ସବ କଲେକ୍ଟର ଅଫିସର ବରିଷ୍ଠ କିରାଣି ଉଦୟନାଥ ଜେନାଙ୍କୁ ଗିରଫ କରିଛି ଭିଜିଲାନ୍ସ। ୧ କୋଟି ୩୨ ଲକ୍ଷ ଟଙ୍କାର ସମ୍ପତ୍ତି ଠାବ କରାଯାଇଛି।
ଗତକାଲି ଅଫିସ ସମେତ କେନ୍ଦ୍ରାପଡ଼ା ଓ ଭୁବନେଶ୍ୱରରେ ଚଢାଉ କରାଯାଇଛି। ୩ଟି ସ୍ଥାନରେ ଭୁବନେଶ୍ୱର ଭିଜିଲାନ୍ସ ଟିମ୍ ପକ୍ଷରୁ ରେଡ୍ କରାଯାଇଥିଲା। ଭୁବନେଶ୍ୱର ସୁନ୍ଦରପଦାରେ ୩ ମହଲା ଘର, ପୁରୀରେ ୨ଟି ୨ମହଲା ଘର ଓ ଖୋର୍ଦ୍ଧା ଆଖପାଖ ଅଞ୍ଚଳରେ ୭ଟି ପ୍ଲଟ ଠାବ କରାଯାଇଥିଲା। ବିଭିନ୍ନ ବ୍ୟାଙ୍କରେ ୫ଟି ଆକାଉଣ୍ଟ ଥିବା ବେଳେ ଦାମୀ ଗାଡି ଚଢ଼ୁଛନ୍ତି ଉଦୟନାଥ। ଭୁବନେଶ୍ୱର ଅଫିସ ଓ କେନ୍ଦ୍ରାପଡା ପୈତୃକ ଘରେ ବି ରେଡ କରାଯାଇଥିଲା।
ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା ଲାଗିଛି । କେଜ୍ରିଓ୍ଵାଲ କରିଥିବା ଜାମିନ ଆବେଦନକୁ ଖାରଜ କରିଛନ୍ତି ସୁପ୍ରିମକୋର୍ଟ । ପୂର୍ବ…
ମାଲକାନଗିରି (କେନ୍ୟୁଜ): ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ବର୍ଧେପାରା ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ ।…
ଆନନ୍ଦପୁର(କେନ୍ୟୁଜ୍): ମୂର୍ତ୍ତି ତିଆରିରେ ଲାଗିଛନ୍ତି କାରିଗର । ନିଜର ହାତର ସ୍ପର୍ଶରେ ମାଟିର ମୂର୍ତ୍ତିକୁ ଦେଉଛନ୍ତି ଜୀବନ୍ତ ରୂପ ।…
ଆସୁଛି ଓ୍ଵାନ୍ ପ୍ଲସର ଧମାକେଦାର ଫୋନ୍ । ଯଦି ଆପଣ ଓ୍ଵାନପ୍ଲସ୍ ଲଭର୍ ତାହେଲେ ଆପଣଙ୍କ ପାଇଁ ଖୁସି ଖବର…
ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଭାରତୀୟ ବଜାରରେ ଏକ ନୂଆ ଇଲେକ୍ଟ୍ରିକ୍ କାର ଲଞ୍ଚ କରିବାକୁ ପ୍ରସ୍ତୁତ ହେଉଛି । ଏହି…
ଭୁବନେଶ୍ୱର (କେନ୍ୟୁଜ): ପୁଣି ଜଳିଲା ସାରା ଓଡ଼ିଶା । ଦିନ ୧୧ଟା ସୁଦ୍ଧା ୪୨.୮ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ…