ବିପଦ ସଙ୍କେତ ଟପିଲା ସୁବର୍ଣ୍ଣରେଖା, ଅନେକ ଗାଁରେ ପଶିଲା ବନ୍ୟା ପାଣି

ଜଳେଶ୍ୱର(କେନ୍ଯୁଜ୍): ବିପଦ ସଙ୍କେତ ଟପିଲା ସୁବର୍ଣ୍ଣରେଖା । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ସୁବର୍ଣ୍ଣରେଖାରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ରାଜଘାଟ ଠାରେ ବିପଦ ସଙ୍କେତ ୧୦.୩୬ ମିଟର ଥିବା ବେଳେ ଜଳସ୍ତର ବୃଦ୍ଧି ପାଇ ୧୦.୪୧ ମିଟରରେ ପ୍ରବାହିତ ହେଉଛି ।

ଜଳେଶ୍ୱର, ଭୋଗରାଇ ଓ ବାଲିଆପାଳ ବ୍ଲକର ଅନେକ ଗାଁରେ ପଶିଲା ବନ୍ୟା ପାଣି ।