Categories: ରାଜ୍ୟ

ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷଣ କେନ୍ଦ୍ରରୁ କ୍ୱିକ୍‌ ରିଆକ୍ସନ ସରଫେସ୍‌ ଟୁ ଏୟାର ମିଶାଇଲ QRSAMର ସଫଳ ପରୀକ୍ଷଣ

ବାଲେଶ୍ୱର ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷଣ କେନ୍ଦ୍ରରୁ କ୍ୱିକ୍‌ ରିଆକ୍ସନ ସରଫେସ୍‌ ଟୁ ଏୟାର ମିଶାଇଲ, QRSAMର ସଫଳ ପରୀକ୍ଷଣ । ଆଜି ଦିନ ୧୧ଟାରେ ଏହି କ୍ଷେପଣାସ୍ତ୍ରକୁ ଉତ୍‌କ୍ଷେପଣ କରାଯାଇଥିଲା । ସଂପୂର୍ଣ୍ଣ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ କ୍ଷେପଣାସ୍ତ୍ର ଭୂପୃଷ୍ଠରୁ ଆକାଶମାର୍ଗକୁ ମାଡ଼ କରିପାରିବ। ଡିଆରଡିଓ ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ୍‌ ସହାୟତାରେ ସେନାବାହିନୀ ପାଇଁ ଏହି ମିସାଇଲ ବିକଶିତ କରାଯାଇଛି । ଏହାର ଲକ୍ଷଭେଦୀ କ୍ଷମତା ୩୦ କିଲୋମିଟର। ସଫଳ ପରୀକ୍ଷଣ ପାଇଁ ଡିଆରଡିଓଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ଭାରତର ପ୍ରତିରକ୍ଷା କ୍ଷମତାକୁ ଆହୁରୀ ସୁଦୃଢ଼ କରିବ ବୋଲି ନବୀନ କହିଛନ୍ତ ।

KNews Bureau

Recent Posts

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

12 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

18 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

32 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

1 hour ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

1 hour ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

9 hours ago