ରାଜ୍ୟ

କିଟ୍‌ ଆଟ୍‌ ହୋମ୍‌ : ଅନ୍‌ଲାଇନ୍‌ ଶିକ୍ଷାଦାନରେ କିଟ୍‌ ବିଶ୍ୱବିଦ୍ୟାଳୟର ସଫଳତା

ଭୁବନେଶ୍ୱର (କେ ନ୍ୟୁଜ୍‌) : ଅନ୍‌ଲାଇନ୍‌ ଶିକ୍ଷାଦାନରେ କଳିଙ୍ଗ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡଷ୍ଟ୍ରି୍ରାଲ ଟେକନୋଲୋଜି ‘କିଟ୍‌’ ବିଶ୍ୱବିଦ୍ୟାଳୟର ବଡ଼ ସଫଳତା । ଦେଶରେ ଅନ୍‌ଲାଇନ୍‌ ପାଠ ପଢ଼ାରେ ଏହା ଏକ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଛି । ଦୈନିକ ଏହାର ୯୫ ପ୍ରତିଶତ ଛାତ୍ର ଛାତ୍ରୀ ଅନ୍‌ଲାଇନ୍‌ କ୍ଲାସ୍‌ରେ ଯୋଗ ଦେଇଛନ୍ତି ।
ଦେଶରେ ପ୍ରଥମ ବିଶ୍ୱବିଦ୍ୟାଳୟ ଭାବେ କିଟ୍‌ ଅନ୍‌ଲାଇନ୍‌ ଶିକ୍ଷାଦାନ ‘କିଟ୍‌ ଆଟ୍‌ ହୋମ୍‌’ ଆରମ୍ଭ କରିଥିଲା । କରୋନା ଭାଇରସ୍‌ ବ୍ୟାପିବାର ବହୁ ପୂର୍ବରୁ ଏହି ପଦକ୍ଷେପ ନେଇଥିଲା । ଏମିତି ଡାଉଟ୍‌ କ୍ଲିୟର ଏବଂ ପରୀକ୍ଷା ମଧ୍ୟ ଅନଲାଇନ୍‌ରେ ହୋଇଛି । ଏଭଳି ସଫଳତା ପାଇଁ ଓଡ଼ିଶାର ଗର୍ବ ଓ ଗୌରବ ପାଲଟିଛି ଏହି ମର୍ଯ୍ୟାଦାଜନକ ଶିକ୍ଷାନୁଷ୍ଠାନ । କିଟ୍‌ର ଏହି ସଫଳତା ପାଇଁ ପ୍ରତିଷ୍ଠାତା ଡକ୍ଟର ଅଚ୍ୟୁତ ସାମନ୍ତ ଅଭିନନ୍ଦନ ଜଣାଇଛନ୍ତି ।

 

 

KNews Bureau

Recent Posts

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

8 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

41 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

43 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

49 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

58 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

58 mins ago