Below header

ସୁଦାମ ମାରାଣ୍ଡିଙ୍କୁ ମିଳିଲା ରାଜସ୍ୱ ବିଭାଗ ଅତିରିକ୍ତ ଦାୟିତ୍ୱ

ସୁଦାମଙ୍କୁ ରାଜସ୍ବ ବିଭାଗ ଦାୟିତ୍ବ। ସୁଦାମ ମାରାଣ୍ଡିଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ପ୍ରମିଳା ମଲ୍ଲିକଙ୍କ ଇସ୍ତଫା ପରେ ସୁଦାମଙ୍କୁ ଏହି ଦାୟିତ୍ବ ଦିଆଯାଇଛି।

ଭୁବନେଶ୍ୱର (କେନ୍ୟୁଜ): ସୁଦାମଙ୍କୁ ରାଜସ୍ବ ବିଭାଗ ଦାୟିତ୍ବ। ସୁଦାମ ମାରାଣ୍ଡିଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ପ୍ରମିଳା ମଲ୍ଲିକଙ୍କ ଇସ୍ତଫା ପରେ ସୁଦାମଙ୍କୁ ଏହି ଦାୟିତ୍ବ ଦିଆଯାଇଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ଅଛନ୍ତି ସୁଦାମ ମାରାଣ୍ଡି। ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବା ବେଳେ ପୁଣି ଜଣେ ମନ୍ତ୍ରୀଙ୍କୁ ଟିମରେ ସାମିଲ କରିବା ବଦଳରେ ପୂର୍ବରୁ ଥିବା ମନ୍ତ୍ରୀଙ୍କୁ ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି ନବୀନ ।

୨୦୧୯ରେ କ୍ୟାବିନେଟ୍‌ ମନ୍ତ୍ରୀ ହୋଇ ରାଜସ୍ବ ବିଭାଗ ପାଇଥିଲେ ସୁଦାମ । ଗତ ବର୍ଷ ମନ୍ତ୍ରିମଣ୍ଡଳ ଅଦଳବଦଳ ବେଳେ ସେ ବାଦ୍ ପଡ଼ିଥିଲେ। କିନ୍ତୁ ବର୍ଷକ ପରେ ପୁଣି ଥରେ ଦଳର ସୁପ୍ରିମୋ ତାଙ୍କ ଉପରେ ଆସ୍ଥା ସ୍ଥାପନ କରି ମନ୍ତ୍ରିମଣ୍ଡଳକୁ ଫେରାଇ ଆଣିଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.