Below header

ବିଶ୍ୱର ଟେଷ୍ଟ ମାନ୍ୟତାରେ ନଂ ୧ ସ୍ଥାନ ପାଇଲା ଟିମ୍‌ ଇଣ୍ଡିଆ, ବାଲୁକା କଳାରେ ଶୁଭେଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ଅଷ୍ଟ୍ରେଲିଆକୁ ପଛରେ ପକାଇ ବିଶ୍ୱର ଏକ ନମ୍ବର ଟେଷ୍ଟ ମାନ୍ୟତା ପାଇଛି ଟିମ୍‌ ଇଣ୍ଡିଆ । ଏନେଇ ଟିମ୍‌ ଇଣ୍ଡିଆକୁ ବାଲୁକାକଳାରେ ଶୁଭେଛା ଜଣାଇଛନ୍ତି ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ।

ପୁରୀ (କେନ୍ୟୁଜ): ଟିମ୍‌ ଇଣ୍ଡିଆକୁ ବାଲୁକାକଳାରେ ଶୁଭେଚ୍ଛା । ଅଷ୍ଟ୍ରେଲିଆକୁ ପଛରେ ପକାଇ ବିଶ୍ୱର ଏକ ନମ୍ବର ଟେଷ୍ଟ ମାନ୍ୟତା ପାଇଛି ଟିମ୍‌ ଇଣ୍ଡିଆ । ଏନେଇ ଟିମ୍‌ ଇଣ୍ଡିଆକୁ ବାଲୁକାକଳାରେ ଶୁଭେଛା ଜଣାଇଛନ୍ତି ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ।

ପୁରୀ ବେଳାଭୂମିରେ କ୍ରିକେଟ ପଡ଼ିଆର ଏକ ବାଲୁକା ଚିତ୍ର କରିବା ସହ ବିଶ୍ୱର ନମ୍ବର ଏକ ଟେଷ୍ଟ ଟିମ୍‌କୁ ଶୁଭେଛା ଜଣାଇଛନ୍ତି । ଏହି ବାଲୁକାକଳାକୁ ଦେଖିବାକୁ ବେଳାଭୂମିରେ କ୍ରୀଡ଼ାପ୍ରେମୀଙ୍କ ଭିଡ଼ ଜମିଛି । ଆଗାମୀ ଜୁନ ୭ ରୁ ୧୧ ପର୍ଯ୍ୟନ୍ତ ଲଣ୍ଡନର ଓଭାଲ ଠାରେ ହେବାକୁ ଥିବା ୱାର୍ଲଡ଼ ଟେଷ୍ଟ ଚାମ୍ପିଆନସିପ୍‌ ଫାଇନାଲ୍‌ ଖେଳିବାକୁ ଯୋଗ୍ୟ ବିବେଚିତ ହୋଇଛି ଟିମ୍‌ ଇଣ୍ଡିଆ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.