ବାଲୁକା କଳା ମାଧ୍ୟମରେ ରାମ ନବମୀ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ ବେଳାଭୂମିରେ ବାଲୁକାକଳା । ଆଜି ପବିତ୍ର ରାମନବମୀ ଅବସରରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକାକଳାରେ ପ୍ରଭୁ ରାମଙ୍କର ଏକ ସୁନ୍ଦର ପ୍ରତ୍ତିମୂର୍ତ୍ତି ନିର୍ମାଣ କରିବା ସହ ଶୁଭେଛା ଜଣାଇଛନ୍ତି । ଶ୍ରୀରାମଙ୍କ ଏକ ସୁନ୍ଦର ବାଲୁକାକଳା ନିର୍ମାଣ କରି HAPPY SRIRAM NAVAMI ଲେଖିଛନ୍ତି।

ପୁରୀ (କେନ୍ୟୁଜ): ପୁରୀ ବେଳାଭୂମିରେ ବାଲୁକାକଳା । ଆଜି ପବିତ୍ର ରାମନବମୀ ଅବସରରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକାକଳାରେ ପ୍ରଭୁ ରାମଙ୍କର ଏକ ସୁନ୍ଦର ପ୍ରତ୍ତିମୂର୍ତ୍ତି ନିର୍ମାଣ କରିବା ସହ ଶୁଭେଛା ଜଣାଇଛନ୍ତି । ଶ୍ରୀରାମଙ୍କ ଏକ ସୁନ୍ଦର ବାଲୁକାକଳା ନିର୍ମାଣ କରି HAPPY SRIRAM NAVAMI ଲେଖିଛନ୍ତି।

ଅନ୍ୟପକ୍ଷେ, ଆଜିର ଦିନରେ ପ୍ରଭୁ ରାମ ଚନ୍ଦ୍ରଙ୍କ ଜନ୍ମତ୍ସୋବ। ଏହି ଦିନ ମର୍ଯ୍ୟାଦା ପୁରୁଷୋତ୍ତମ ରାମଚନ୍ଦ୍ର ଧରାପୃଷ୍ଠରେ ଜନ୍ମଗ୍ରହଣ କରିଥିଲେ। ଚୈତ୍ର ଶୁକ୍ଳ ନବମୀ ରାମ ନବମୀ ରୂପେ ପରିଚିତ। ତେବେ ପ୍ରଭୁଙ୍କ ଜନ୍ମଦିନକୁ ପ୍ରତିବର୍ଷ ପାଳନ କରାଯାଏ। ସମସ୍ତ ପୀଠର ଭକ୍ତମାନେ ପ୍ରଭୁଙ୍କ ପୂଜାର୍ଚ୍ଚନା କରିଥାନ୍ତି। ଆଜି ରାମ ନବମୀ ଥିବାରୁ ରାମନବମୀ ସାରା ଦେଶର ପୁରପଲ୍ଲୀରେ ଭଗବାନ ରାମଙ୍କ ଜନ୍ମୋତ୍ସବ ବା ରାମନବମୀକୁ ଧୁମଧାମରେ ପାଳନ କରାଯାଉଛି । ରାମ ନବମୀ ପାଇଁ ରାଜ୍ୟ ତଥା ଦେଶର ରାମ ମନ୍ଦିର, ହନୁମାନ ମନ୍ଦିର ଓ ଧାର୍ମିକ ପୀଠରେ ଶ୍ରଦ୍ଧାଳୁଙ୍କ ଗହଳ ଚହଳ ଆରମ୍ଭ ହୋଇଯାଇଛି ।

 

 

You might also like