ନୂଆବର୍ଷ ଶୁଭେଚ୍ଛା ଜଣାଇ ପୁରୀ ବେଳାଭୂମିରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ଦ୍ବାରା ବାଲୁକାକଳା

ପୁରୀ: ନୂଆବର୍ଷ ଶୁଭେଚ୍ଛା ଜଣାଇ ପୁରୀ ବେଳାଭୂମିରେ ବାଲୁକାକଳା । ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳା ମାଧ୍ୟମରେ ସମସ୍ତଙ୍କୁ ନବବର୍ଷର ଅଭିନନ୍ଦନ ଜଣାଇଛନ୍ତି ।

ବାଲୁକା କଳରେ ମହାପ୍ରଭୁ ଜଗନ୍ନାଥଙ୍କ ରଙ୍ଗୀନ ପ୍ରତିମୂର୍ତ୍ତି ନିର୍ମାଣ କରାଯାଇଛି । ୨୦୨୧ ସମସ୍ତଙ୍କ ପାଇଁ ମଙ୍ଗଳମୟ ହେଉ ଏବଂ ପ୍ରଭୁ ଜଗନ୍ନାଥ ସମସ୍ତଙ୍କୁ ଆଶିଷ ପ୍ରଦାନ କରନ୍ତୁ ବୋଲି ବାଲୁକା କଳା ମାଧ୍ୟମରେ ବାର୍ତ୍ତା ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.