ବାଲୁକା କଳାରେ ନୂଆଁଖାଇର ଶୁଭେଚ୍ଛା ଜଣାଇଲେ ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ(କେନ୍ୟୁଜ୍): ବେଳାଭୂମିରେ ନୂଆଁଖାଇର ଶୁଭେଚ୍ଛା। ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକା କଳାରେ ନୂଆଁଖାଇର ଶୁଭେଚ୍ଛା ଜଣାଇଛନ୍ତି। ଆଜି ପଶ୍ଚିମ ଓଡିଶାର ଭାଇଭଉଣୀ ଇଷ୍ଟ ଦେବୀଙ୍କୁ ନବାନ୍ନ ଅର୍ପଣ କରି ନୂଆ ଖାଇବେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.