Categories: ରାଜ୍ୟ

ଟ୍ଵିନ୍‌ସିଟିର ନୂଆ ମୁଖିଆ, ପୋଲିସ କମିଶନର ଭାବେ ଦାୟିତ୍ୱ ନେଲେ ବରିଷ୍ଠ IPS ସୁଧାଂଶୁ ଷଡଙ୍ଗୀ

କେନ୍ୟୁଜ୍: ଟ୍ଵିନ୍‌ ସିଟିର ନୂଆ ମୁଖିଆ। ପୋଲିସ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ବରିଷ୍ଠ IPS ସୁଧାଂଶୁ ଷଡଙ୍ଗୀ। ସତ୍ୟଜିତ ମହାନ୍ତିଙ୍କ ଠାରୁ କମିସନରେଟ ଅଫିସରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ୧୯୯୦ ବ୍ୟାଚ୍‌ର IPS ଅଫିସର ସୁଧାଂଶୁ ଷଡ଼ଙ୍ଗୀ। କଟକ-ଭୁବନେଶ୍ୱର ପୋଲିସ କମିସନରେଟର ଆଇନଶୃଙ୍ଖଳା ରକ୍ଷା, ଅପରାଧ ନିୟନ୍ତ୍ରଣ, ସାଇବର ଠକେଇ, ଜମି ବିକ୍ରି ଠକେଇ, ଟ୍ରାଫିକ ନିୟନ୍ତ୍ରଣ, ଭିଭିଆଇପିଙ୍କ ସୁରକ୍ଷା ଆଦି ଚ୍ୟାଲେଞ୍ଜ ନୂଆ ସିପିଙ୍କ ପାଇଁ ରହିବ। ପୂର୍ବରୁ ରାଜ୍ୟ ଅପରାଧ ବ୍ୟୁରୋର ନିର୍ଦ୍ଦେଶକ ଥିଲେ ସୁଧାଂଶୁ ଷଡଙ୍ଗୀ।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago