ବାଲୁକା କଳାରେ ମହିଳା ଦିବସର ଶୁଭେଚ୍ଛା ଜଣାଇଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପୁରୀ ବେଳା ଭୂମିରେ ବାଲୁକା କଳା ମାଧ୍ୟମରେ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ।

ପୁରୀ (କେନ୍ୟୁଜ): ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପୁରୀ ବେଳା ଭୂମିରେ ବାଲୁକା କଳା ମାଧ୍ୟମରେ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ମହିଳା ଦିବସ ଅବସରରେ ମହିଳାଙ୍କୁ ସନ୍ନମାନ ଓ ସୁରକ୍ଷା ସହ ସମାଜ ପ୍ରତି ଥିବା ମହିଳାଙ୍କ ଅବଦାନକୁ ପ୍ରଣାମ କରିବା ସହ ମହିଳା ସଶକ୍ତି କରଣକୁ ନେଇ ସଚେତନ ବାର୍ତ୍ତା ବାଲୁକା କଳା ମାଧ୍ୟମରେ ପ୍ରଦାନ କରିଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ଦେଶ ର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ଦାୟିତ୍ୱ ତୁଲାଉ ଥିବା ମହିଳାଙ୍କ ସୁନ୍ଦର ବାଲୁକା କଳା ର୍ନିମାଣ କରି ଅନ୍ତର୍ଜାତୀୟ ମହିଳା ଦିବସର ଶୁଭେଚ୍ଛା ଜଣାଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.