Below header

ନବରଙ୍ଗପୁରରେ ପାରିବାରିକ କଳହକୁ ନେଇ ଆତ୍ମହତ୍ୟା

ନବରଙ୍ଗପୁର (କେନ୍ୟୁଜ୍) : ରାଇଘର ଥାନା ଖାରକାରପାର ଗାଁରେ ଅଭାବନୀୟ ଘଟଣା । ପାରିବାରିକ କଳହକୁ ନେଇ ବଲ ନାୟକ ନିଜ ସ୍ତ୍ରୀ ସୁରବାଈକୁ କୋଦାଳରେ ଆକ୍ରମଣ କରିବା ପରେ ଗଛରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛି । ମୁର୍ମୂଷୁ ଅବସ୍ଥାରେ ସୁରବାଈଙ୍କୁ ରାଇଘର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ସଂକଟାପନ୍ନ ଥିବାରୁ ତାଙ୍କୁ ଉମରକୋଟ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.