Below header

ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ଵ, ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

ବରିଷ୍ଠ ପ୍ରଶାସନିକ ଅଧିକାରୀ ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ଵ। ଭାଷା,ସାହିତ୍ୟ ଓ ସଂସ୍କୃତି ସଚିବ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ଵ ମିଳିଛି।

ଭୁବନେଶ୍ଵର (କେନ୍ୟୁଜ): ବରିଷ୍ଠ ପ୍ରଶାସନିକ ଅଧିକାରୀ ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ଵ। ଭାଷା,ସାହିତ୍ୟ ଓ ସଂସ୍କୃତି ସଚିବ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ଵ ମିଳିଛି। ଏ ନେଇ ବୁଧବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସୁଜାତା ହେଉଛନ୍ତି ୨୦୦୦ ମସିହା ଓଡ଼ିଶା କ୍ୟାଡରର ଆଇଏଏସ ଅଫିସର। ବର୍ତ୍ତମାନ ସେ ମିଶନ ଶକ୍ତି ସଚିବ ଭାବେ କାର୍ଯ୍ୟ କରୁଛନ୍ତି।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.