ରାଜ୍ୟ

ଇଏ କଣ ଦଇବର ଖେଳ? ରାନୀ ପଣ୍ଡାଙ୍କ କାର୍ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ସୁକାନ୍ତଙ୍କ ୨ ବର୍ଷ ପୁଅର ଦେହାନ୍ତ

କଟକ(କେନ୍ୟୁଜ୍): ଦାଉ ସାଜିଲା ଦଇବ। ଗତ କିଛି ଦିନ ତଳେ ସ୍ୱାମୀ ଚାଲିଯାଇଥିଲେ। ଆଉ ଏବେ ପର କରି ଚାଲିଗଲା ୨ବର୍ଷର ପୁଅ। ସୂଚନ ମୁତାବକ, ଗତ କିଛି ଦିନ ତଳେ ରାନୀ ପଣ୍ଡାଙ୍କ କାର୍ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ସୁକାନ୍ତ ବେହେରାଙ୍କ ୨ ବର୍ଷର ପୁଅ  ଆଜି ସକାଳ ଆଖିବୁଜିଛି।  କଟକ ବଡ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେରେ ତାର ଦେହାନ୍ତ ଘଟିଛି।

ଯାହା ଖବର ମିଳିଛି ସୁକାନ୍ତ ବେହେରାଙ୍କ ମୃତ୍ୟୁର ୧୪ଦିନ ପରେ ସୁକାନ୍ତ ବେହେରାଙ୍କ ପୁଅ ଗରମ ପେଜରେ ପଡି ଯାଇଥିଲା। ଛୋଟ ଶିଶୁଟିର ପାଖାପାଖି ୩୬ ଭାଗ ପୋଡି ଯାଇଥିଲା। ଅଧିକ ଚିକିତ୍ସା ପାଇଁ ୧୪ ଦିନ ତଳେ କଟକ ଏସସିବି ବଡ଼ ମେଡ଼ିକାଲରେ ତାକୁ ଚିକିତ୍ସା ପାଇଁ ଅଣାଯାଇଥିଲା। ହେଲେ ଶିଶୁ ପୁତ୍ରର ଆଜି ସକାଳେ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁ ଘଟିଛି।

Sonalisa

Recent Posts

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

6 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

51 mins ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

57 mins ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

9 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

10 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

10 hours ago