ବଢିଲା ଖରା ଛୁଟି, ଜୁନ୍ ୨୬ରେ ଖୋଲିବ ରାଜ୍ୟର ସମସ୍ତ ସ୍କୁଲ୍

ଭୁବନେଶ୍ବର : ବଢିଲା ଖରା ଛୁଟି । ଜୁନ୍ ୨୬ରେ ଖୋଲିବ ରାଜ୍ୟର ସମସ୍ତ ସ୍କୁଲ୍ । ଏନେଇ ସୂଚନା ଦେଇଛନ୍ତି ସ୍କୁଲ୍ ଏବଂ ଗଣଶିକ୍ଷା ସଚିବ ପ୍ରଦୀପ୍ତ ମହାପାତ୍ର । ଆସନ୍ତାକାଲି ରାଜ୍ୟର ସମସ୍ତ ସ୍କୁଲ ଖୋଲିବାର ଥିଲା । କିନ୍ତୁ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଆଖି ଆଗରେ ରଖି ଏହି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.