ଏପ୍ରିଲ ୨୫ରୁ ଖରା ଛୁଟି: ସ୍କୁଲ ବନ୍ଦ ନେଇ ଘୋଷଣା କଲେ ରାଜ୍ୟ ସରକାର

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ତେଣୁ ଆସନ୍ତା ୨୫ରୁ ରାଜ୍ୟରେ ଖରାଛୁଟି ଘୋଷଣା । ଏପ୍ରିଲ ୨୨ରୁ ୨୪ ଯାଏଁ ୩ ଦିନ ହେବ ସକାଳ ସ୍କୁଲ । ସକାଳ ୬ଟା ୩୦ରୁ ୧୦ଟା ୩୦ ଯାଏଁ ଖୋଲା ରହିବ ସ୍କୁଲ । ଏପ୍ରିଲ ୨୫ ଠାରୁ ଗ୍ରୀଷ୍ମଛୁଟି ଘୋଷଣା କଲେ ସରକାର ।

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ତେଣୁ ଆସନ୍ତା ୨୫ରୁ ରାଜ୍ୟରେ ଖରାଛୁଟି ଘୋଷଣା । ଏପ୍ରିଲ ୨୨ରୁ ୨୪ ଯାଏଁ ୩ ଦିନ ହେବ ସକାଳ ସ୍କୁଲ । ସକାଳ ୬ଟା ୩୦ରୁ ୧୦ଟା ୩୦ ଯାଏଁ ଖୋଲା ରହିବ ସ୍କୁଲ । ଏପ୍ରିଲ ୨୫ ଠାରୁ ଗ୍ରୀଷ୍ମଛୁଟି ଘୋଷଣା କଲେ ସରକାର । ଅସହ୍ୟ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଏପରି ପଦକ୍ଷେପ ନିଆଯାଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ସୂଚନା ମିଳିଛି ।

ଏହା ପୂର୍ବରୁ ମଧ୍ୟ ପ୍ରବଳ ଖରା ଯୋଗୁଁ ସମସ୍ତ ସ୍କୁଲ ପାଇଁ ଏପ୍ରିଲ ୧୮ରୁ ୨୦ ଯାଏଁ ଛୁଟିି ଘୋଷଣା କରିଥିଲେ । ଏହି ସମୟରେ ପିଲାଙ୍କର ଅନଲାଇନ୍ ପଢା ଉପରେ ଗୁରୁତ୍ୱ ଦିଆଯାଇଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.