ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରବାହ। ତାତିରେ ଆଉଟୁପାଉଟୁ ହେଉଛନ୍ତି ଲୋକେ। ଗତକାଲି ୮ଟି ସହରର ତାପମାତ୍ରା ୪୦ଡିଗ୍ରୀ ଉପରେ ରେକର୍ଡ କରାଯାଇଥିଲା। ଆସନ୍ତା ୨୦ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗିରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପାମାତ୍ରାରେ ବୃଦ୍ଧି ହେବ। ସେହିପରି ଉତ୍ତର ଉପକୂଳ ଓଡ଼ିଶାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…